ଓଡିଶା

ରାଜ୍ୟପାଳ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି । କରୋନା ପରୀକ୍ଷା ପରେ ରିପୋର୍ଟରୁ ଉଭୟ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ଟ୍ବିଟ୍ ଯୋଗେ ରାଜ୍ୟପାଳଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବାକୁ କୁହାଯାଇଛି ।
ରାଜ୍ୟପାଳଙ୍କ କାର୍ୟ୍ୟାଳୟ ପକ୍ଷରୁ କରାଯାଇଥିବା ଟ୍ବିଟ୍‌ରେ ଲେଖାଯାଇଛି ଯେ, ‘ମାନ୍ୟବର ରାଜ୍ୟପାଳ ଏବଂ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରାଇନେବାକୁ ଅନୁରୋଧ ।’

 

Related posts

ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

mahabharatanews

ଦୁଷ୍କର୍ମ ଉଦ୍ୟମ ଅଭିଯୁକ୍ତଙ୍କୁ ୩ବର୍ଷ ଜେଲଦଣ୍ଡ ଓ ୨୫ ହଜାର ଜରିମାନା

mahabharatanews

ଜଳିଗଲା ଗଞ୍ଜେଇ ଗାଡ଼ି

mahabharatanews