ଓଡିଶା

ସଡକ ଦୁର୍ଘଟଣାରେ ଜଣେ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅଧିନ୨୬ନମ୍ବର ଜାତୀୟ ରାଜପଥ ସିପାଇପୁଟ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୁଧବାର ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ତେବେ ଘନ କୁହୁଡ଼ି ପାଇଁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Related posts

ଆସିଲା JEE Main ଏବଂ NEET ପରୀକ୍ଷା ତାରିଖ 

mahabharatanews

ଜିଲ୍ଲାର ବିଭିନ୍ନ ମଣ୍ଡି ଓ ବେଆଇନ ଧାନ ଚାଲାଣ ବେଳେ ଧରପଗଡ଼

mahabharatanews

ଶ୍ରୀ ମନ୍ଦିର ଚାରି ପାଖରୁ ବ୍ୟବସାୟ ପ୍ରତିଷ୍ଠାନ ଉଛେଦ ପ୍ରକ୍ରିୟା ଆରମ୍ଭ

mahabharatanews