ଓଡିଶା

ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ନାମ ବଦଳିଲା

ଭୁବନେଶ୍ୱର: ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି । ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଛୁ । ତେଣୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁକୁ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କଲେ ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟର ଲାଇବ୍ରେରୀର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି କୁହାଯାଇଛି ।

SR

 

Related posts

ଜି-୨୦ ସମ୍ମିଳନୀର ଶୁଭ ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

mahabharatanews

ବୈଦୁର୍ଯ୍ୟ ଖଣି ଖନନ ନେଇ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews

ପରୁଲ ପଟୱାରୀଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି

mahabharatanews