Uncategorized

ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୦ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ

(ଦିଲ୍ଲୀ) : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮୦ଜଣଙ୍କ ମୃତ୍ୟୁ ହୋଇଛି ।

Related posts

ଅବନ୍ତୀପୁରାରେ ଏନକାଉଣ୍ଟର: ୩ ଆତଙ୍କୀ ନିହତ

mahabharatanews

ଭାରତୀୟ ସେନାଙ୍କ ଦ୍ୱାରା ୨ ପାକ୍ ସୈନିକ ନିହତ

mahabharatanews

ଦିଲ୍ଲୀ ହିଂସା ଜାତୀୟ ଲଜ୍ଜା: ମନମୋହନ

mahabharatanews