ଓଡିଶା

ଦୁଇ ଓଏଏସଙ୍କ ବଦଳି

ଭୁବନେଶ୍ୱର: ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜିଦୁଇ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର ଫକିରମୋହନ ମେଡିକାଲ କଲେଜ ଓ ହସ୍ପିଟାଲର ପରିଚାଳନା ଅଧିକାରୀ ଜୟନ୍ତୀ ସିଂହଙ୍କୁ କଟକ ଏକୀକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ସେହିପରି ଓଏଏସ, ଭଦ୍ରକ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲକୁ ବଦଳି କରାଯାଇଛି ।

Related posts

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

mahabharatanews

ଶୀଘ୍ର ପୁଲିସ ଜାଲରେ ଆସିବ: ପୁଲିସ କମିଶନର

mahabharatanews

ଗୋଳାବାରୁଦ କାରଖାନାରେ ଯବାନଙ୍କ ଆତ୍ମହତ୍ୟା

mahabharatanews