ଓଡିଶା

କାର ଧକ୍କାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଗୋଡ ଭାଙ୍ଗିଲା

(ନୟାଗଡ) ; ଦୁଇ କାର ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଏହି ଦୂର୍ଘଟଣାଟି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ରଙ୍ଗମାଟିଆ ଛକରେ ଘଟିଛି । ଏହି ଦୂର୍ଘଟଣାରେ ମୋଟ ୭ ଜଣ ଆହତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲା ପାଳ ଶ୍ରୀ ନାୟକଙ୍କର ଗୋଡ ଭାଙ୍ଗି ଯାଇଛି । ଶ୍ରୀ ନାୟକ ଭୁବନେଶ୍ୱରରୁ ବୌଦ୍ଧ ଅଭିମୁଖେ ଯାଉଥିବା ବେଳେ ସାମ୍ନାପଟୁ ଆସୁଥିବା ଆଉ ଏକ କାର୍ ସହିତ ତାଙ୍କ କାର୍ର ମୁହାଁମୁହିଁ ଧକ୍କା ହୋଇଥିଲା।ସେହିପରି ଅନ୍ୟ କାର୍ରେ ଥିବା ସମସ୍ତ ୪ ଜଣ ବ୍ୟକ୍ତି ଆହତ ହୋଇଛନ୍ତି।ସମସ୍ତ ଆହତଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Related posts

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

mahabharatanews

ଖଜୁରୀଡିହା କ୍ୱାରେଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କୁ ମିଳୁଛି ବାସି ଖାଦ୍ୟ

mahabharatanews

ଓଡିଶାରେ ବିଶାଳ ନିର୍ବାଚନ ରାଲିକୁ ସମ୍ବୋଧନ କରୁଛନ୍ତି କେନ୍ଦ୍ରଗୃହମନ୍ତ୍ରୀ ଅମିତ ଶାହା

mahabharatanews