ଓଡିଶା

ଆସନ୍ତା କାଲି ପ୍ରକାଶ ପାଇବ +୨କଳା ଏବଂ ଧନ୍ଦାମୂଳକ ରେଜଲ୍ଟ

(ଭୁବନେଶ୍ୱର) ; କରୋନା ମହାମାରୀ ପାଇଁ ଚଳିତ ବର୍ଷ ବିନା ପରୀକ୍ଷାରେ ରେଜଲ୍ଟ ବାହାରିଛି । ତେବେ କାଲି ପ୍ରକାଶ ପାଇବ +୨କଳା ଏବଂ ଧନ୍ଦାମୂଳକ ରେଜଲ୍ଟ । ଏ ନେଇ ଗଣଶିକ୍ଷା ବିଭାଗ ତରଫରୁ ସୂଚନା ଦିଆଯାଇଛି । ରାଜ୍ୟର ମୋଟ ୨ଲକ୍ଷ ୨୧ ହଜାର ୮୬୭ଜଣ କଳା ଉବଂ ଧନ୍ଦାମୂଳକ ବିଭାଗରେ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ଜୁଲାଇ ୩୧ରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିବା ବେଳେ ଦୁଇ ସପ୍ତାହ ମଧ୍ୟରେ କଳା ଫଳ ପ୍ରକାଶ ହେବ ବୋଲି ବିଭାଗ ପକ୍ଷରୁ ଦର୍ଶାଯାଇଥିଲା । ଚଳିତ ବର୍ଷ ବିଜ୍ଞାନ ଓ ବାଣିଜ୍ୟରେ ରେକର୍ଡ ପାସ ହାର ହୋଇଛି ।

Related posts

 ସ୍ୱଚ୍ଛ ସର୍ବେକ୍ଷଣ- ୨୦୨୩ ଓ ଇଣ୍ଡିଆନ ସ୍ୱଚ୍ଛତା ଲିଗ୍ ସମ୍ବଦ୍ଧୀୟ ଏକ କର୍ମଶାଳା ଅନୁଷ୍ଠିତ

mahabharatanews

ଓଡିଶାରେ ରାହୁଲଙ୍କ ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ 

mahabharatanews

ପାଟଣା ପୋଲିସର ଅଭିନବ ସଚେତନତା

mahabharatanews