ଅପରାଧ

ହାଇକୋର୍ଟ ଯିବାକୁ ପରୀଙ୍କ ମାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ସୁପ୍ରିମ କୋର୍ଟ ଆବେଦନକାରୀଙ୍କୁ ହାଇକୋର୍ଟ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମ କୋର୍ଟ ଆଜି ମାମଲାର ଅନ୍ତ ଘଟାଇଛନ୍ତି । ଆବେଦନକାରୀ ପରୀଙ୍କ ମା ସୌଦାମିନୀଙ୍କୁ ହାଇକୋର୍ଟରେ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୌଦାମିନୀ ପରୀ ହତ୍ୟା ମାମଲାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପ୍ରଥମେ ରିଟ ଓ ପରେ ଏସଏଲପି ମାଧ୍ୟମରେ ସିବିଆଇ ତଦନ୍ତ ପାଇଁ ଆବେଦନ ହୋଇଥିଲା । କିନ୍ତୁ ହାଇକୋର୍ଟରେ ଆବେଦନ କରିବାକୁ ସୁପ୍ରିମ କୋର୍ଟ ସୌଦାମିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Related posts

୫୦ହଜାର ମାଗି ବନ୍ଧା ହେଲେ ୨ ସାମ୍ବାଦିକ

mahabharatanews

ଶାଳୀ ପ୍ରେମରେ ପଡି ସ୍ତ୍ରୀକୁ ନିର୍ଯାତନା ଦେଉଥିଲା ସ୍ୱାମୀ

mahabharatanews

ହୋଟେଲ ମାଲିକଙ୍କୁ ଗୁଳି କରି ହତ୍ୟା କଲା ସ୍ୱିଗି ଡେଲିଭରୀ ବଏ

mahabharatanews