Uncategorized

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ନୂଆଦିଲ୍ଲୀ/ଭୁବନେଶ୍ୱର: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରଲୋକ । ଦିଲ୍ଲୀସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି । ୧୯୬୮ ବ୍ୟାଚର ଆଇପିଏସ ଅଫିସର ଥିଲେ ଉମାଶଙ୍କର । ସେ ୨୦୦୩ ମସିହାରେ ସିବିଆଇ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିଲେ । ସେ ଥିଲେ ଓଡିଶାର ଏକମାତ୍ର ଆଇପିଏସ, ଯିଏ ସିବିଆଇ ନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଇଥିଲେ ।

Related posts

ବିଶ୍ୱବ୍ୟାପି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଟପିଲା

mahabharatanews

ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୩୦୯୧

mahabharatanews

ଏମ୍ସ ଓପିଡି ଅସ୍ଥାୟୀ ବନ୍ଦ

mahabharatanews