ଓଡିଶା

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦୁଇ ଦିନ ବର୍ଷିବ

ଭୁବନେଶ୍ୱର: ଗତକାଲି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ୪୮ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ବର୍ଷା ହେବାର ଅନୁମାନ କରୁଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Related posts

ଭିଜିଲାନ୍ସ ଜାଲରେ RWSSର ସହକାରୀ ଯନ୍ତ୍ରୀ

mahabharatanews

ରାଜ୍ୟରେ  ସ୍କ୍ରବ୍ ଟାଇଫସ୍ ଭୟ , ପୁଣି ଜଣେ ମୃତ  

mahabharatanews

ଏ ପୁରସ୍କାର ଦେଲା କିଏ ରାଜ୍ୟ ସରକାର ନା କେନ୍ଦ୍ର ସରକାର ନା ଜାତିସଂଘ : କଂଗ୍ରେସ ନେତା ନରସିଂହ ମିଶ୍ର

mahabharatanews