ଓଡିଶା

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ରୁ ଉର୍ଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରିହିଥିବା ନେଇ ଭୂବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ ଓ ଖୋର୍ଧା ରହିଛି ।
ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଅନୁଗୋଳ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ଚାଲିଗଲା ଦୁଇ ଜୀବନ

mahabharatanews

ସାଲିଆ ସାହିରେ ଦନ୍ତା ଆତଙ୍କ

mahabharatanews

ବିଭିନ୍ନ ସଂଗଠନ କର୍ମକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ ବୈଠକ

mahabharatanews