ଓଡିଶା

ଶ୍ରୀମନ୍ଦିର ମୁଖ୍ୟ ପ୍ରସାଶକ IAS କ୍ରିଷନ କୁମାରଙ୍କୁ ନୂଆ ଦାୟିତ୍ୱ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରସାଶକ IAS କ୍ରିଷନ କୁମାରଙ୍କୁ ନୂଆ ଦାୟିତ୍ୱ ମିଳିଛି । କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS କ୍ରିଷନ କୁମାର। କ୍ରିଷନ କୁମାରଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି । ୨୦୦୨ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର କ୍ରିଷନ କୁମାର। ଏବେ ପୂର୍ତ୍ତ ସଚିବ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅଛନ୍ତି କ୍ରିଷନ କୁମାର । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Related posts

୨୯ରୁ ପୁଣି ବର୍ଷା

mahabharatanews

କୋରାପୁଟ ଜିଲ୍ଲାରୁ ୪୦୦ ରକ୍ତ ନମୁନା ସଂଗ୍ରହ କରୁଛି ଆରଏମ୍ଆରସି

mahabharatanews

ଭିଜିଲାନ୍ସ ଜାଲରେ ଇଡକୋ ଭୁବନେଶ୍ୱରର ଆସିଷ୍ଟାଣ୍ଟ ମ୍ୟାନେଜର

mahabharatanews