ଓଡିଶା

ଗଛରେ ପିଟିହେଲା କାର୍‌, ୬ ମୃତ

ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲାରେ ଆଜି ଅଭାବନୀୟ ଘଟଣା ଘଟିଛି। ରାସ୍ତକଡ଼ରେ ଥିବା ଗଛକୁ କାର୍‌ ଧକ୍କା ଦେବାରୁ ଜଣେ ମହିଳା ଓ ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କର ପରିଚୟ ଜଣାପଡ଼ି ନଥିଲେ ବି, ଏମାନେ ପଡୋଶୀ ଛତିଶଗଡ଼ର ହୋଇଥିବା ନେଇ ଚର୍ଚ୍ଚା ହେଉଛି।

Related posts

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୬ଟି ପ୍ରସ୍ତାବ ଉପରେ ଆଲୋଚନା

mahabharatanews

ମାର୍ଚ୍ଚ ୧୦ରୁ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ (ଏସଏ)-୨ ପରୀକ୍ଷା ଆରମ୍ଭ ହେବ।

mahabharatanews

ଯୁବତୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

mahabharatanews