ଓଡିଶା

ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ତିନି ମହାନଗର ନିଗମ ପାଇଁ ବିଜେଡି ମେୟର ପ୍ରାର୍ଥୀ ଘୋଷଣା କରିଛି। ଭୁବନେଶ୍ୱର ପାଇଁ ସୁଲୋଚନା ଦାସ, କଟକ ପାଇଁ ସୁବାସ ସିଂହ ଓ ବ୍ରହ୍ମପୁର ଲାଗି ସଂଘମିତ୍ର ଦଳେଇଙ୍କ ନାମ ଘୋଷିତ ହୋଇଛି। ସୁଲୋଚନା ଦାସ ଭୁବନେଶ୍ୱର ମହାନଗର ନିଗମ ପାଇଁ ବିଜେଡିର ମେୟର ପ୍ରାର୍ଥୀ ହେବା ସ୍ପଷ୍ଟ ହୋଇଛି। ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ପୂର୍ବରୁ ସୁଲୋଚନା ଦାସ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। କଂଗ୍ରେସ ଗତକାଲି ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ମଧୁସ୍ମିତା ଆଚାର୍ଯ୍ୟଙ୍କୁ ଭୁବନେଶ୍ୱର ମେୟର ପ୍ରାର୍ଥୀ କରିଛି କଂଗ୍ରେସ।

 

Related posts

ଦ୍ରୁତଗତିରେ ବାଇକ୍ ଚଳାଇ ଯୁବକ ମୃତ

mahabharatanews

ଖୋର୍ଦ୍ଧା ସବ୍ ଡିଭିଜନରେ ଦିନ ୨ଟାରୁ ସକାଳ ୬ଟା ସଟଡାଉନ

mahabharatanews

ଭାରରେ ନଦୀ ପାର କଲେ ଗର୍ଭବତୀ

mahabharatanews