ଓଡିଶା

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦୮ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ଦିନକୁ ଦିନ ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୯୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୭୬୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

Related posts

ମହାପ୍ରଭୁଙ୍କ ନବମୀ ଦିନ, ସନ୍ଧ୍ୟା ୫ଟାରୁ ଦର୍ଶନ ବନ୍ଦ

mahabharatanews

ପାରାଦୀପ ମହୋତ୍ସବ-୨୦୨୫ ମହା ସମାରୋହରେ ଉଦଘାଟିତ

mahabharatanews

ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର;ଲୋକଙ୍କୁ ଦେଲେ  ବିକାଶର ହିସାବ

mahabharatanews