ଓଡିଶା

ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ରଙ୍ଗ ପର୍ବର ହୋଲି। ସାରା ଦେଶ ଉତ୍ସବମୁଖର। ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ଟୁଇଟର ଜରିଆାରେ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ସମସ୍ତେ କୋଭିଡ ନିୟମ ପାଳନ କରି ଉତ୍ସବରେ ସାମିଲ ହୁଅନ୍ତୁ। ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ।

Related posts

ଦୁଗ୍ଧ ଶୀତଳ ଭଣ୍ଡାର ଉଦଘାଟିତ

mahabharatanews

ବିଚାରଧୀନ ବନ୍ଦୀଙ୍କ ଶିଶୁ ଚି଼ହ୍ନଟ ଓ ପରାମର୍ଶ କର୍ମଶାଳା

mahabharatanews

କାର-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୨ ଶ୍ରମିକ ମୃତ

mahabharatanews