ଓଡିଶା

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

Related posts

ଭଙ୍ଗା ଦଦରା କୁଡ଼ିଆ ମୋତିଙ୍କ ଏକମାତ୍ର ସାହାରା

mahabharatanews

ଏଣିକି ରାତିରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

mahabharatanews

ପଦ୍ମଶ୍ରୀ କମଳା ପୂଜାରୀ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନରେ ସମ୍ମାନୀତ

mahabharatanews