ଓଡିଶା

୨୪ ଘଣ୍ଟାରେ ରାଜ୍ୟରୁ ୪୦ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୦୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣ କୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୩୯୧୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ଦୁଇ ଦିନିଆ ଓଡ଼ିଶା ସାଂଗଠନିକ ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନୀତିନ ନବୀନ

mahabharatanews

ସାଲେପୁର ସଦର ମହକୁମା ହାଇସ୍କୁଲ ପଡ଼ିଆରେ ଧୁମଧାମରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ

mahabharatanews

ବଲାଙ୍ଗିରରୁ ଭୁବନେଶ୍ୱର ଆସିବା ବାଟରେ ଓଲଟିଲା ଯାତ୍ରୀବାହୀ ବସ୍

mahabharatanews