ଓଡିଶା

ହାଇୱା ଧକ୍କାରେ ସ୍କୁଟି ଚାଳକ ମୃତ

ଭୁବନେଶ୍ୱର: ରାଜଧନୀରେ ଦିନକୁ ଦିନ ବଢିଚାଲିଛି ସଡକ ଦୁର୍ଘଟଣା । ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ସୂଚନା ଅନୁସାରେ, ସ୍କୁଟିକୁ ପଛ ପଟୁ ହାଇୱା ଟ୍ରକ ଧକ୍କା ଦେଇଥିଲା ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଚାଳକ ମୃତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାର ଖବର ପାଇ ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିନଥିବା ସୂଚନା ରହିଛି ।

Related posts

ଭାଲୁ ଆକ୍ରମଣର ଶିକାର ହୋଇ ବୃଦ୍ଧ ଗୁରୁତର

mahabharatanews

କରୋନା ଆକ୍ରାନ୍ତଙ୍କୁ ନେଇ ଆସୁଥିବା ବେଳେ ଓଲଟିଲା ଆମ୍ବୁଲାନ୍ସ

mahabharatanews

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

mahabharatanews