ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ସଂକ୍ରମଣ ଚିହ୍ନଟ ଓ ୨୬ ଜଣ ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୮,୦୧୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୮୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୫,୪୧୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୮୭୦।

Related posts

ଜରୁରୀ କାଳୀନ ଅବତରଣ କଲା ଭାରତୀୟ ହେଲିକପ୍ଟର 

mahabharatanews

ମୁଖ୍ୟମନ୍ତ୍ରୀ‌ଙ୍କୁ ଇଡି ସମନ୍‌ ଜାରି

mahabharatanews

ସୁପ୍ରିମକୋର୍ଟରେ ବନ୍ଦହେଲା ବାବ୍ରି ମାମଲା

mahabharatanews