ଭାରତ

୨୪ ଘଣ୍ଟା ମଧ୍ୟରେ ଦେଶରେ ୩, ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩, ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୩୦ ଲକ୍ଷ ୯୧ ହଜାର ୩୯୩ ଟଙ୍କାରେ ପହଞ୍ଚିଛି। ଏବେ ସୁଦ୍ଧା ଦେଶରେ କରୋନାରେ ୫୨୩, ୯୭୫ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଦେଶରେ ଦିନକରେ ୩୦୦୦ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମୁଦାୟ ସୁସ୍ଥ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୨୫ ଲକ୍ଷ ୪୭ ହଜାର ୬୯୯ରେ ପହଞ୍ଚିଛି।

 

Related posts

ୟୁକ୍ରେନକୁ ସାହାଯ୍ୟ କରିବ ଆମେରିକା

mahabharatanews

 ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର

mahabharatanews

 ଇସ୍ରୋର ମୁଖ୍ୟ ଏସ ସୋମନାଥ କର୍କଟ ରୋଗରେ ଆକ୍ରାନ୍ତ

mahabharatanews