ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୨ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୩,୮୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୪୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୮୨,୨୪୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୩୧୭।

Related posts

ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ, ୨୫୫ଜଣଙ୍କ ମୃତ୍ୟୁ

mahabharatanews

ପ୍ରଥମ ନିଜସ୍ୱ SSLV ମିଶନକୁ ଲଞ୍ଚ କରି ଇସ୍ରୋ ରଚିଲା ଇତିହାସ

mahabharatanews

୩୧ରେ ‘ଏକତା ପାଇଁ ଦୌଡ଼’

mahabharatanews