ଓଡିଶା

ବଡ ଖବର: ଆସନ୍ତା ୬ତାରିଖ ଦିନ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।ଦିନ ୧ଟାରେ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଏହାସହ ଜୁଲାଇ ଶେଷରେ ଦ୍ୱାଦଶ ରେଜଲ୍ଟ ବାହାରିବା ନେଇ ସୂଚନା ରହିଛି । ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନଥିବା ବେଳେ ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହୋଇଥିଲା ।ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।

Related posts

ଓସିଏସ ପରୀକ୍ଷା ଫଳ: ତେଜସ୍ୱିନୀ ବେହେରା ଟପ୍ପର ଟପ୍-୧୦ରେ ୭ମହିଳା

mahabharatanews

ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

mahabharatanews

ସରକାରୀ ସହାୟତା ନ ମିଳିଲେ ଆନ୍ଦୋଳନ ଚେତାବନୀ

mahabharatanews