ଓଡିଶାରାଜନୀତି

ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

୧୧ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ରାଜ୍ୟ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ବସିବାକୁ ଯାଉଛି। ଏଥିରେ ସମସ୍ତ ବିଭାଗର ମନ୍ତ୍ରୀଙ୍କ ସମେତ ସଚିବମାନେ ଉପସ୍ଥିତ ରହିବେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ବୈଠକକୁ ପରିଚାଳନା କରିବେ। ନାରୀ ସଶକ୍ତିକରଣ ଓ ଆଦିବାସୀ କଲ୍ୟାଣ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କ୍ୟାବିନେଟ ବୈଠକରେ ଆଲୋଚନା ହୋଇପାରେ।

Related posts

‘ନୂଆ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ

mahabharatanews

ବାହାନଗା ହାଇସ୍କୁଲ ହେବ ମଡ଼େଲ ସ୍କୁଲ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

mahabharatanews

ଖୋଲାଯିବ ୬ଟି ଗେଟ୍

mahabharatanews