ଭାରତ

ଆଜି ଦେଶରେ ୮,୫୮୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳେ ରହୁଛି। ଆଜି ଦେଶରେ ୮,୫୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ୪,୪୩, ୫୭,୫୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇ ସାରିଛନ୍ତି। ସେହିପରି ଏବେ ସୁଦ୍ଧା  ସଂକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା  ୯୬,୫୦୬ ରହିଛି। ଆଜି କରୋନାରେ ୪୮ ଜଣଙ୍କର ମୃତ୍ୟୁ ହୋଇଛି ।  ଦେଶରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୨୭, ୪୧୬ରେ ପହଞ୍ଚିଛି। କରୋନା ସୁସ୍ଥ ହାର ୯୮.୫୯ ପ୍ରତିଶତ ରହିଛି ।

Related posts

ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ

mahabharatanews

୩ ମହଲା କୋଠାରେ ବିସ୍ଫୋରଣ: ୧୨ ମୃତ

mahabharatanews

ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳକୁ ନେଇ ଯିବା ସମୟରେ ମଝି ଆକାଶରେ ଅଚଳ ହୋଇଗଲା ବିମାନର ଗୋଟିଏ ଇଞ୍ଜିନ୍

mahabharatanews