ଭାରତ

ଦେଶରେ ଆଜି ୭,୫୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ୨୪ ଘଣ୍ଟା ମଧ୍ୟରେ ୭,୫୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୫୯୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୧୫,୭୨୩ରେ ପହଞ୍ଚିଛି। ସେହିପରି ୪୫ ଜଣ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୭୭୯ରେ ପହଞ୍ଚିଛ। ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୦୨,୯୯୩। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୯୩୧ ଥିବା ରେକର୍ଡ କରାଯାଇଛି।

Related posts

ମୁଖ୍ୟମନ୍ତ୍ରୀଙ୍କ ଭାଇ ଘରେ ସିବିଆଇ ଚଢ଼ାଉ

mahabharatanews

ନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିଛନ୍ତି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ।

mahabharatanews

ଦିଲ୍ଲୀରେ ୧୦ ହଜାରରୁ ଉର୍ଦ୍ଧ ସୁରକ୍ଷାକର୍ମୀ ନିୟୋଜିତ

mahabharatanews