ଓଡିଶା

ପୁରୀ ଗସ୍ତରେ ଯାଇଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ

ଭୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ):-ପୁରୀ ଗସ୍ତରେ ଯାଇଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀରେ ପହଞ୍ଚିବା ପରେ ଜଗତର ନାଥ ଜଗନ୍ନାଥଙ୍କୁ କରିଥିଲେ ଦର୍ଶନ । ଆଉ ଶ୍ରୀଜିଙ୍କୁ ଦର୍ଶନ କରି ବିଶ୍ୱର ମଙ୍ଗଳ କାମନା କରିଛନ୍ତି ସେ । ଶ୍ରୀମନ୍ଦିରରେ ପାଖାପାଖି ୪୫ ମିନିଟ୍ ପର୍ଯ୍ୟନ୍ତ ରହିଥିଲେ ଏବଂ ପାଶ୍ୱର୍ ଦେବାଦେବୀଙ୍କ ମନ୍ଦିରକୁ ଯାଇ ପ୍ରଭୁଙ୍କୁ ଦର୍ଶନ କରିଥିଲେ ।

ସୂଚନା ମୁତାବକ,ପାଣ୍ଡିଆନ ନିୟମିତ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରି ବିଶ୍ୱବାସୀଙ୍କ ମଙ୍ଗଳ କାମନା କରିବା ସହିତ ବେଢା ପରିକ୍ରମା କରିଥାନ୍ତି । ଏହାସହିତ ପୁରୀ ସୈାନ୍ଦର୍ଯ୍ୟକରଣ ପାଇଁ ଚାଲିଥିବାକାମର ଅଗ୍ରଗତି ମଧ୍ୟ ବୁଲି ଦେଖିଥିବା ଦେଖିବାକୁ ମିଳିଥାଏ । ପୁରୀ ପୁରୀକୁ ବିଶ୍ବସ୍ତରୀୟ କରିବା ସହ ଅଧିକରୁ ଅଧିକ ଲୋକଙ୍କୁ ପୁରୀ ଆସିବାକୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଉନ୍ନୟନ କାମ ହାତକୁ ନେଇଛନ୍ତି ।

Related posts

ଆଜି ହେବ ସମଲେଇ ପ୍ରକଳ୍ପ ଲୋକାର୍ପଣ

mahabharatanews

ବଙ୍ଗୋପସାଗରରେ ସୃଷ୍ଚି ହେଲା ବାତ୍ୟା ‘ହାମୁନ୍’

mahabharatanews

ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ

mahabharatanews