ଓଡିଶା

୧୦ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ):- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକ ଆସନ୍ତା ୨୨ ତାରିଖରେ ବସିବ । ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ତେବେ ଅପରାହ୍ନ ସାଢେ ୫ଟା ରେ ଏହି ବୈଠକ ବସିବାକୁ ଯାଉଛି । ପଞ୍ଚାୟତି ରାଜ ,ପାନୀୟ ଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ।

Related posts

ଆଜି ପୁଣି ବିଏମସି କମିଶନରଙ୍କୁ ଭେଟିବେ ମାର୍କେଟ ବିଲ୍ଡିଂ ସ୍ଥାୟୀ ବ୍ୟବସାୟୀ

mahabharatanews

କଣିହାଁ ପୋଲିସ୍ ଏସ୍ଆଇଙ୍କ ନାଲିଆଖି, ଗ୍ରାମବାସୀ ଅତିଷ୍ଠ

mahabharatanews

ମଣ୍ଡିରୁ ଧାନ ତୁରନ୍ତ ଉଠାଇବା ଦାବିରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews