ଓଡିଶା

ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର । ୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ୟ୍ୟକାରୀ ହୋଇଥିଲା । ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ୟ୍ୟକାରୀ ହେଉଛି । ଏହାଦ୍ବାରା ମାଣ୍ଡିଆ ଲୋକଙ୍କ ପାଖରେ ଅଧିକ ଆଦୃତ ହୋଇପାରିବ ।

 

Related posts

କଟକ ସହରରୁ ଆଉ ୩୫ କରୋନା ପଜିଟିଭ ଚିହ୍ନଟ

mahabharatanews

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଞ୍ଚଭୂତରେ ଲୀନ ହେବେ ଡକ୍ଟର ଜୟନ୍ତ ମହାପାତ୍ର

mahabharatanews

ବ୍ରିଜ ଉପରୁ ଖସିଲା ଘର ଉପରେ ପଡିଲା ଟ୍ରକ

mahabharatanews