ଓଡିଶା

ସ୍କୁଲ ସ୍ପୋର୍ଟସ ବେଳେ ନବମ ଶ୍ରେଣୀ ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍

ବଲାଙ୍ଗୀର : ସ୍କୁଲ ସ୍ପୋର୍ଟସ ବେଳେ ନବମ ଶ୍ରେଣୀ ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍ । ଆଗଲପୁର ବାଳକ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି । ଜଣେ ଛାତ୍ର ଜାଭେଲିନ୍‌ ଫିଙ୍ଗୁଥିବା ବେଳେ ନବମ ଶ୍ରେଣୀ ଛାତ୍ର ସଦାନନ୍ଦଙ୍କ ବେକରେ ପଶିଯାଇଥିଲା ଜାଭେଲିନ୍ । ଗୁରୁତର ଛାତ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଛାତ୍ର ଜଣକ ଗୁରୁତର ଥିବା ନେଇ ଡାକ୍ତର ସୂଚନା ଦେଇଛନ୍ତି ।

Related posts

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୪ଘଣ୍ଟା ସାଧାରଣ ଦର୍ଶନ ମନା 

mahabharatanews

କରୋନାରେ ପୁଣି ଜଣେ ସାମ୍ବାଦିକ ଆଖି ବୁଜିଲେ

mahabharatanews

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ

mahabharatanews