ଓଡିଶା

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ଘେଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟି-ବ୍ରିଜରେ ଦଳାଚକଟା ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ । ବଡ଼ମ୍ବା ସିଂହନାଥ ପୀଠ ନିକଟ ଟି-ବ୍ରିଜରେ ଦଳାଚକଟା ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ନବୀନ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Related posts

ମନ୍ଦିିରରୁ ଚୋରି, ଘଟଣାସ୍ତଳରେ ପୋଲିସର ତଦନ୍ତ

mahabharatanews

ପଣ୍ଡିଗାଁ ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

mahabharatanews

ବିଧାନସଭା ଚାରିପାଖରେ ୮ ପ୍ଲାଟୁନ ପୁଲିସ ମୁତୟନ ହେବେ

mahabharatanews