ଓଡିଶା

ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ୱର : ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସନ୍ଧ୍ୟାରେ ଦୁଇ ଦିନିଆ ଓଡିଶା ଗସ୍ତରେ ଭୁବନେଶ୍ୱରରେj ପହଞ୍ଚିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଦଳର ଅନ୍ୟ ପ୍ରମୁଖ ନେତାମାନେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ। ଆଜି ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ ନିର୍ମଳା ସୀତାରମଣ। ପରେ ପରେ ଖୋର୍ଦ୍ଧା ଅରୁଗୁଳସ୍ଥିତ ଆଇଆଇଟିରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବେ।

Related posts

ପ୍ରକାଶ ପାଇଲା ଯୁକ୍ତ ତିନି ନାମ ଲେଖା

mahabharatanews

ନିମାପଡାରେ କରୋନା ସଂକ୍ରମଣ ରୋକିବା ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ବୈଠକ

mahabharatanews

ଛାତ୍ରୀଙ୍କ ସ୍ୱପ୍ନକୁ ଉଡାଣ ଦେବାକୁ ଫାଇବ-ଟି ସଚିବଙ୍କ ପ୍ରଶଂସନୀୟ ଉଦ୍ୟମ

mahabharatanews