ଓଡିଶା

ଆଜି ଦାୟିତ୍ୱ ନେବେ ପ୍ରଦୀପ କୁମାର ଜେନା |

ଭୁବନେଶ୍ୱର : ଆଜି ଦାୟିତ୍ୱ ନେବେ ପ୍ରଦୀପ କୁମାର ଜେନା | ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିବେ ଶ୍ରୀ ଜେନା | ଗତକାଲି ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଅବସର ନେଇଥିଲେ । ଆଜି ତାଙ୍କ ସ୍ଥାନରେ କାର୍ଯ୍ୟଭାର ଗ୍ରହଣ କରିବେ ୧୯୮୯ ବ୍ୟାଚ ର ଆଇଏଏସ ଅଫିସର ପ୍ରଦୀପ କୁମାର ଜେନା ।

ଗତକାଲି ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ନୂଆ ମୁଖ୍ୟ ଶାସନ ସଚିବ ଏବଂ ଉନ୍ନୟନ କମିଶନର ଅନୁଗର୍ଗ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ | ଏହି ସମୟ ରେ 5T ସଚିବ ଭି କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ | ସେପଟେ ସୁରେଶ ମହାପାତ୍ର ତୁଲାଇବେ ଓଇଆରସି ର ଦାୟିତ୍ୱ |

Related posts

ଆଜି ବସିବ ରାଜ୍ୟ କ୍ୟାବିନେଟ୍

mahabharatanews

ଅସହାୟ ଯକ୍ଷ୍ମା ରୋଗୀଙ୍କୁ ସାହାଯ୍ୟ ପାଇଁ ସରକାରଙ୍କ ନିକଟରେ ଦାବି

mahabharatanews

ବାଜିଲା ରାଜ୍ୟସଭା ନିର୍ବାଚନ ବିଗୁଲ

mahabharatanews