ଓଡିଶା

୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଶିଶୁଭବନ ଛକରେ ସକାଳୁ ସକାଳୁ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ପୋଲିସର ରେସ୍କ୍ୟୁ ଅପରେସନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଯୁବକ। ଯୁବକଙ୍କ ହେଉଛନ୍ତି ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳର ଟୁଲୁ ପାତ୍ର। ଉଦ୍ଧାର ହେବାପରେ ଡ୍ରାଇଭର ମହାସଂଘ ନାଁରେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। ଡ୍ରାଇଭର ମହାସଂଘ ତାଙ୍କୁ ମାନସିକ ନିର୍ୟାତନା ଦେବା ସହ ତାଙ୍କ ପରିବାର ଲୋକଙ୍କୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଯୁବକ।

Related posts

‘ରାଜ୍ୟରୁ ସ୍କ୍ରବ ଟାଇଫସ ସଂଖ୍ୟା ୨ହଜାରରୁ ଅଧିକ’; ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

mahabharatanews

ଆଜି ୧୧ଟାରେ ଓଜେଇଇ ରେଜଲ୍ଟ

mahabharatanews

୫ଦିନ ଯାଏଁ ରାଜ୍ୟରେ ବର୍ଷିବ  

mahabharatanews