ଓଡିଶା

ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନେବେ ଦଳୀୟ ଟିକେଟ୍

ଭୁବନେଶ୍ୱର: ଦଳୀୟ ଟିକେଟ ନେବେ ଦୀପାଳି | ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନେବେ ଟିକେଟ୍। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ଦଳୀୟ ଟିକେଟ ନେବେ ଦୀପାଳି। ଏଣୁ ନିବୀନ ନିବାସରେ ପହଂଚି ସାରିଛନ୍ତି ସେ | ଆସନ୍ତା ୧୮ ତାରିଖରେ ସେ ନାମାଙ୍କନ ପତ୍ର ଦାଖଲ କରିବେ। ଦୀପାଳି ଦାସଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି। ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି କରିଛି ଦଳ। ଏଣୁ ଦଳର ସମସ୍ତ ବରିଷ୍ଠ ନେତା ଜୋରଦାର ପ୍ରସ୍ତୁତ ଆରମ୍ଭ କଲେଣି |

Related posts

୭୦% ସିଲାବସରେ ଚଳିତ ବର୍ଷ +୨ ପାଠ୍ୟକ୍ରମ ପ୍ରସ୍ତୁତ ହେବ

mahabharatanews

ଶ୍ରୀମନ୍ଦିର ହୁଣ୍ଡିରୁ ୧ କିଲୋ ୮୦୦ ମିଲିଗ୍ରାମର ସୁନା

mahabharatanews

ଜୁଆ ଆଡ୍ଡା ଉପରେ ଚଢାଉ, ୧୩ ଜୁଆଡି ଗିରଫ

mahabharatanews