ଓଡିଶା

ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା କାଲି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ଚାଷି ଅଖି ମୁଠି ଅନୁକୂଳ କରି ବର୍ଷର ଚାଷ କାର୍ଯ୍ୟ ଆରମ୍ଭ କରିଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡା ନିକଟରେ ଥିବା ଓୟୁଏଟି ଫାର୍ମରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ମିଶନଶକ୍ତି କାଫେ ସହ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।ଆସନ୍ତା କାଲି ୧୦.୩୦ ବେଳେ ନବନିର୍ମିତ ବିଜେଡି ପାର୍ଟି ଅଫିସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ।

Related posts

ମଦ ମାଫିଆକୁ ଝଟକା, ଚୋରା ଦେଶୀ ମଦ

mahabharatanews

ସେପ୍ଟେମ୍ବର ୫ରେ ବର୍ଷା-ଅନୁଭବ ମାମଲାର ପରବର୍ତ୍ତୀ ଶୁଣାଣି

mahabharatanews

ଗାଁ ଦୁଆରେ ସରକାର ୨୦ ଜୁନ୍‌ରୁ ପ୍ରତି ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’

mahabharatanews