ଓଡିଶା

ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲା ରହିବ ଅଙ୍ଗନୱାଡି କେନ୍ଦ୍ର

ଭୁବନେଶ୍ୱର: ଖୋଲାରହିବ ଅଙ୍ଗନୱାଡି କେନ୍ଦ୍ର । ଗ୍ରୀଷ୍ମ ପ୍ରବାହ ହେତୁ ସାରା ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥବବା ବେଳେ ଖୋଲା ରହିବ ଅଙ୍ଗନୱାଡି କେନ୍ଦ୍ର । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରିକରାଯାଇଚି । ସୂଚନା ଅନୁସାରେ ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲା ରହିବ ।

Related posts

ପାଠ ପଢିବା ପାଇଁ ବାଧକ୍ୟ ସାଜୁଛି ଆର୍ଥିକ ପରିସ୍ଥିତି

mahabharatanews

ଶପଥ ସ୍ୱେଛାସେବୀ ଅନୁଷ୍ଠାନ ପକ୍ଷରୁ କରୋନା ସଚେତନତା

mahabharatanews

ଆଇଟିଆରରେ ପାକିସ୍ତାନୀ ଟଙ୍କା

mahabharatanews