ଓଡିଶା

ପୁଣି ଫେରୁଛି କରୋନା : ୨୪ ଘଣ୍ଟାରେ ୩ ହଜାର ପାର

(ଦିଲ୍ଲୀ) : ଦିନକୁ ଦିନ ପୁଣି ଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି କରୋନା ସଂକ୍ରମଣ ।  ଏହାରି ଭିତରେ ଦୈନିକ କରୋନା ମାମଲାରେ କମୁଥିବା ସୂଚନା ମିଳିଛି । ଗତ ୨୪ ଘଣ୍ଟାରେ କରୋନା ମାମଲା ୩ ହଜାର ପରେ ରହିଥିବା ବେଳେ ୨୦ ଜଣଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ସାରା ଦେଶରେ ମୋଟ ୩ ହଜାର ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାନୁଯାୟୀ , ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ହୋଇଥିଲା । କିନ୍ତୁ ବର୍ତ୍ତମାନ କରୋନା ମାମଲା ସ୍ଥିର ରହିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ପୁଣି ବୃଦ୍ଧି ହୋଇଛି ।  ଏଥି ସହିତ ୭ ହଜାର ୬୯୮ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା ୪୦ ହଜାର ୧୭୭ ରେ ପହଞ୍ଚିଛି ।

 

 

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ ୪ କୋଟି ୪୯ ଲକ୍ଷ ୫୬ ହଜାର ୭୧୬ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ ୪ କୋଟି ୪୩ ଲକ୍ଷ ୮୪ ହଜାର ୯୫୫ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି ।

 

Related posts

ପ୍ରଧାନ ଶିକ୍ଷୟତ୍ରୀ ରୂପେ ମୂଖ୍ୟମନ୍ତ୍ରୀଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କଲେ ସ୍ଵାଧିନା ମଞ୍ଜରୀ ବେହେରା

mahabharatanews

ଓଡିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

mahabharatanews

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ

mahabharatanews