ଓଡିଶା

ଆଜି ୧୨ ଘଣ୍ଟିଆ କୋରାପୁଟ  ବନ୍ଦ 

(କୋରାପୁଟ) : ଆଜି ୧୨ ଘଣ୍ଟିଆ କୋରାପୁଟ  ବନ୍ଦ । ବିଭିନ୍ନ ଦାବିକୁ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହି ବନ୍ଦର ପ୍ରଭାବ ଜନଜୀବନକୁ ପ୍ରଭାବିତ କରିଛି। ଆଜି ଦୋକାନବଜାର, ବସ୍ ଓ ଟ୍ରକ୍ ଚଳାଚଳ ବନ୍ଦ ରହିଛି।

ସୂଚନାନୁଯାୟୀ ,୧୨ ଘଣ୍ଟିଆ ଜିଲ୍ଲାର ସୁଙ୍କି, ଚାନ୍ଦିଲି, କୋଟପାଡ, ବୋରିଗୁମ୍ମା, ଜୟପୁର, କୋରାପୁଟ, ଲମତାପୁଟ, ପଟ୍ଟାଙ୍ଗି ସହ ସବୁ ବ୍ଲକ ସଦର ମହକୁମା, ପୌରପାଳିକା ଓ ଏଏନସିରେ ସମ୍ପୂର୍ଣ୍ଣ ରୁପେ ବନ୍ଦ କରାଯାଇଥିବାର ଖବର ମିଳିଛି। ଫଳରେ  ଲୋକେ  ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଛି ।

Related posts

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ବାଟାଲିୟନ୍

mahabharatanews

ପତ୍ନୀ ଗିରଫ ପରେ ମାହାଙ୍ଗା ଥାନା ଅଧିକାରୀଙ୍କ ସରକାରୀ ବାସଭବନ ସିଲ୍

mahabharatanews

ଜରଡା ଥାନା ପୋଲିସ ଯିବେ କ୍ୱାରାଣ୍ଟାଇନରେ

mahabharatanews