ଭାରତ

୨୪ ଘଣ୍ଟାରେ ୧,୫୮୦ ନୂଆ ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : ଦିନକୁ ଦିନ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବା ଜଣାପଡ଼ିଛି ।  ୨୪ ଘଣ୍ଟାରେ ୧,୫୮୦ ନୂଆ ସଂକ୍ରମିତ ଚିହ୍ନଟ । ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୮,୧୭୯ରେ ପହଞ୍ଚିଛି  ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ  ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ,ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୨୮,୪୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।

Related posts

ସେନା କ୍ୟାମ୍ପ ଉପରେ ଆତଙ୍କୀ ଆକ୍ରମଣ, ଜଣେ ଯବାନ ଆହାତ

mahabharatanews

ଦିଲ୍ଲୀ ସଚିବାଳୟକୁ ଯାଇ ପାରିବେ ନାହିଁ କେଜ୍ରିୱାଲ

mahabharatanews

ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଫେରି ସେବା ଆରମ୍ଭ 

mahabharatanews