ଓଡିଶା

ଆସନ୍ତା ୩ଦିନ ଅସମ୍ଭାଳ ଗୁଳୁଗୁଳି ସହ ଖରା 

(ଭୁବନେଶ୍ୱର) : ଆସନ୍ତା ୩ ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆସନ୍ତା ୧୫ରୁ ୧୭ ତାରିଖ ଯାଏ ଗୁଳୁଗୁଳି ରହିଛି । କିଛି ଜିଲ୍ଲାରେ ପାରଦ ୪୫ ଡିଗ୍ରି ଡେଇଁ ଯାଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Background for a hot summer or heat wave, orange sky with with bright sun and thermometer

୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଫଳରେ ଏହି ସବୁ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିପାରେ ୧୬ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ୧୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।

Related posts

ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ

mahabharatanews

ବାଲୁକା କଳାରେ କରୋନା ବିରୁଦ୍ଧରେ ଲଢେଇ ପାଇଁ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆହ୍ୱାନ

mahabharatanews

ରାଜଧାନୀରୁ ମିଳିଲା ଏକାଧିକ ଖପୁରୀ ସହ ନର କଙ୍କାଳ

mahabharatanews