ଭାରତ

୨୪ ଘଣ୍ଟାରେ ଦେଶରୁ ୧,୨୭୨ କରୋନା ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ରହିଛି ।  ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ,ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୦,୬୭୪ରେ ପହଞ୍ଚିଛି।ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୩୩,୩୮୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

Related posts

ହସ୍ପିଟାଲରେ ଭର୍ତ୍ତି ହେଲେ ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ

mahabharatanews

 ୫ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

mahabharatanews

ବାତ୍ୟା ମିଚାଉଙ୍ଗ୍; ୫୪ଟି ଟ୍ରେନ ବାତିଲ

mahabharatanews