ଓଡିଶା

ଜୁନ୍‌ ୪ରେ କେରଳ , ୧୩ରେ ଓଡିଶା ଛୁଇଁବା ମୌସୁମୀ   

(ଭୁବନେଶ୍ୱର) : ଜୁନ୍ ୪ ସୁଦ୍ଧା  ସାଧାରଣତଃ କେରଳ ଛୁଇଁବାର ଏକ ସପ୍ତାହ ପରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ । ଫଳରେ ମୌସୁମୀ ଜୁନ୍‌ ୧୩ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି ।

ତେବେ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା । ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରିଥିଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Related posts

ମହିଳାଙ୍କୁ ଦଳି ଦେଲା ଦନ୍ତା

mahabharatanews

ବହୁଳ ପ୍ରଚାର ପ୍ରସାର ଓ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ପରେ ବି କମିଛି ପଞ୍ଜିକରଣ ସଂଖ୍ୟା

mahabharatanews

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

mahabharatanews