ଭାରତ

ଗତ ୨୪ ଘଣ୍ଟାରେ ଦେଶରୁ  ୧,୦୨୧ କରୋନା ସଂକ୍ରମିତ ଚିହ୍ନଟ 

(ଦିଲ୍ଲୀ) : ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଦେଶରୁ  ୧,୦୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୧,୦୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୩,୧୫୨ରେ ପହଞ୍ଚିଛି।

 

Related posts

‘ରାହୁଲ ଏବେ ବାହା ହୋଇ ଯାଅ, ଆମେ ବରଯାତ୍ରୀ ଯିବୁ’ :ଲାଲୁ ଯାଦବ

mahabharatanews

ଆଜି ଅପରାହ୍ଣ ୨ଟା ୩୫ରେ ଲଞ୍ଚ ହେବ  ଚନ୍ଦ୍ରଯାନ-୩

mahabharatanews

କଂଗ୍ରେସ ଉପରେ ବର୍ଷିଲେ ଗୁଲାମ ନବୀ ଆଜାଦ

mahabharatanews