ଓଡିଶା

ଦିନ ୧୦ଟାରେ ମେଟ୍ରିକ ଫଳାଫଳ

(ଭୁବନେଶ୍ୱର) : ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ ,ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ।

ସୂଚନାନୁଯାୟୀ ,  କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତି ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

 

 

Related posts

ଧାନ ବିକ୍ରୀ ପାଇଁ ଆମ୍ବୁଲାନ୍ସରେ ଆସିଲେ ଚାଷୀ

mahabharatanews

ବାଦାମ ପାହାଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଟିପିଏନଓଡିଏଲ ଏବଂ ଅଗ୍ନୀଶମ ବିଭାଗ ତରଫରୁ ଅଗ୍ନିଶମ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

mahabharatanews

ହିଂଜିଳି ବ୍ଲକ ଚାଉଳ କଳ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

mahabharatanews