ଓଡିଶା

ଆସିଲା ମାଟ୍ରିକ ରେଜଲ୍ଟ,

(ଭୁବନେଶ୍ୱର) : ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ , ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ  ପ୍ରକାଶ ପାଇଲା । ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ। ଚଳିତ ବର୍ଷ ପାସ୍‌ ହାର ୯୬.୪୦% ରହିଛି। ମାଟ୍ରିକ ରେଜଲ୍ଟ ସହ ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି।

ସୂଚନାନୁଯାୟୀ ,  କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ  ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତି ପରୀକ୍ଷାଫଳ ପ୍ରକାଶ ପାଇଛି । ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

 

 

Related posts

ହାଇଦ୍ରାବାଦ ଗଣଦୁଷ୍କର୍ମ ଏବଂ ହତ୍ୟା ପ୍ରତିବାଦରେ ପାରାଦ୍ୱୀପ ବିଜେପି ପକ୍ଷରୁ ଶୋଭଯାତ୍ରା

mahabharatanews

ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେପି ବିଧାୟକ 

mahabharatanews

କରୋନା ସଂକ୍ରମଣ ଭୟ: ଲୋକେ ରାସ୍ତାରୁ ଟଙ୍କା ଉଠାଇବକୁ କୁଣ୍ଠିତ

mahabharatanews