ଓଡିଶା

୨୯୯ଟି ଅତ୍ୟାଧୁନିକ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଆତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି ।

ସୂଚନାନୁଯାୟୀ , ଏହା ଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୧୩ ମାର୍ଚ୍ଚ ୫ ରେ ରାଜ୍ୟରେ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ସୁଦ୍ଧା ୬୨୪ଟି ଆମ୍ବୁଲାନ୍ସ ସାରା ରାଜ୍ୟରେ ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଇ ଆସୁଅଛି ।

Related posts

ଅଜଣା ଗାଡି ଧକ୍କାରେ ମାଆ, ପୁଅ ମୃତ

mahabharatanews

ଆଉ ୧୯୦୪ କରୋନା ସଂକ୍ରମିତ ରାଜ୍ୟରେ ଚିହ୍ନଟ

mahabharatanews

ସ୍ଵଚ୍ଛତା ପକ୍ଷରେ ଡାକ୍ତରଖାନା ପରିସର ସଫେଇ କଲେ ଡାକ୍ତର, ଶିକ୍ଷକ ଓ କର୍ମଚାରୀ

mahabharatanews