ଓଡିଶା

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

(ଭୁବନେଶ୍ୱର) : ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା, କିନ୍ତୁ ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ। ଏନେଇ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ।

ସୂଚନାନୁଯାୟୀ , ସେପଟେ ୨୩ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ହାଇସ୍କୁଲ୍‌ ପାଇଁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ମଧ୍ୟମା ଓ ଷ୍ଟେଟ୍‌ ଓପନ୍‌ ସ୍କୁଲ ପାଇଁ ଅଫ୍‌ଲାଇନ୍‌ରେ ଆବେଦନ କରିପାରିବେ। ଏନେଇ ବୋର୍ଡ ଉପସଭାପତି ନିହାର ମହାନ୍ତି ସୂଚନା ଦେଇଛନ୍ତି।

Related posts

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି

mahabharatanews

‘ଜିରୋ ଏଫ୍ ମିଶନ’ ଉପରେ ଗୁରୁତ୍ୱ 

mahabharatanews

ବିଦ୍ୟୁତ ତାରରେ ଶ୍ରମିକ ଗୁରୁତର ଆହାତ

mahabharatanews