Uncategorized

ରଥଯାତ୍ରା : ଆଉ ମାତ୍ର ୨୯ ଦିନ

(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ  ହରେଇ ବସିଲାଣି ଚକାନୟନକୁ ଦେଖିବାକୁ  । ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ  ଶେଷରେ ପହଞ୍ଚିଛି।  ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।

ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

 

Related posts

୨୪ ଘଣ୍ଟାରେ ଭାରତରେ ୫୩ ହଜାର ୬୦୧ ନୂଆ କରୋନା ଆକ୍ରାନ୍ତ

mahabharatanews

 ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦିଲ୍ଲୀରେ ୧୩୫୪ ଫ୍ଲାଟ ବଣ୍ଟନ ଆରମ୍ଭ

mahabharatanews

କାଜୁ ଜଙ୍ଗଲରୁ ଉଦ୍ଧାର ଜଣେ ଯୁବକଙ୍କ ମୃତଦେହ

mahabharatanews