ଓଡିଶା

ଆସନ୍ତାକାଲି ଶପଥ ନେବେ ନୂଆ ମନ୍ତ୍ରୀ

(ଭୁବନେଶ୍ୱର) : ଆସନ୍ତାକାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି ହୋଇଛି।

 

ସୂଚନାନୁଯାୟୀ,ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀ ଶପଥ ନେବେ ବୋଲି ଜଣାପଡ଼ିଛି। କିଛି ମନ୍ତ୍ରୀଙ୍କ ବିଭାଗରେ ଅଦଳବଦଳ ମଧ୍ୟ ହୋଇପାରେ।

Related posts

ବର୍ଷାରେ ଭିଜିଲା ସାରା ଓଡିଶା

mahabharatanews

ବୃଦ୍ଧି ପାଇଲା ବସ ଭଡା

mahabharatanews

OAS ସ୍ତରରେ ଅଦଳବଦଳ, ତ୍ରିଷ୍ଣା ବିଶ୍ୱାଳ ରାଜ୍ୟ ସୂଚନା କମିଶନରଙ୍କ ଅନୁସଚିବ ଭାବେ ନିଯୁକ୍ତ

mahabharatanews